Psalms 119:137 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଧାର୍ମିକ ଅଟ। ଏଂ ତୁମ୍ଭର ନିଯମ ସବୁ ଧର୍ମମଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ ।
Odia Bible ERV 2004 (ପବିତ୍ର ବାଇବଲ)
ସାଦେ ହେ ସଦାପ୍ରଭୁ, ତୁମ୍ଭେ ଧାର୍ମିକ ଅଟ। ଏବଂ ତୁମ୍ଭର ନିୟମ ସବୁ ଧର୍ମମୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।