Psalms 119:138 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ନିଯମ ଦଇେଅଛ। ସଗେୁଡ଼ିକ ଧର୍ମମଯ ଓ ଆମ୍ଭେ ତା'ଉପରେ ସମ୍ପୂର୍ଣ୍ଣରୂପେ ଭରସା କରିପାରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଧର୍ମରେ ଓ ଅତି ବିଶ୍ଵସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ନିୟମ ଦେଇଅଛ। ସେଗୁଡ଼ିକ ଧର୍ମମୟ ଓ ଆମ୍ଭେ ତା’ଉପରେ ସମ୍ପୂର୍ଣ୍ଣ ରୂପେ ଭରସା କରି ପାରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ।