Psalms 119:139 — Compare Translations

5 translations compared side by side

Odia - 1840
"ମାରେ ଦୃଢ଼ ଅନୁଭବ ମାେତେ ଗ୍ରାସ କରିଅଛି। ମୁଁ ବହୁତ ମାନସିକ ଅଶାନ୍ତିରେ ଅଛି। କାରଣ ମାରେ ଶତ୍ରୁଗଣ ତୁମ୍ଭର ବାକ୍ଯସବୁ ପାଶୋରି ୟାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଉଦ୍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରି ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଦୃଢ଼ ଅନୁଭବ ମୋତେ ଗ୍ରାସ କରିଅଛି। ମୁଁ ବହୁତ ମାନସିକ ଅଶାନ୍ତିରେ ଅଛି। କାରଣ ମୋର ଶତ୍ରୁଗଣ ତୁମ୍ଭର ବାକ୍ୟସବୁ ପାଶୋରି ଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରି ଅଛନ୍ତି।