Psalms 119:14 — Compare Translations

5 translations compared side by side

Odia - 1840
"ତୁମ୍ଭର ବାକ୍ଯରେ ରହି ମୁଁ ସବୁ ସମ୍ଭବ ସମ୍ପଦ ପାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ ବାକ୍ୟରୂପ ପଥରେ ଆମୋଦ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ବାକ୍ୟରେ ରହି ମୁଁ ସବୁ ସମ୍ଭବ ସମ୍ପଦ ପାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୂପ ପଥରେ ଆମୋଦ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୂପ ପଥରେ ଆମୋଦ କରିଅଛି।