Psalms 119:140 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ପରୀକ୍ଷା ହାଇେଅଛି ଏବଂ ବିଶ୍ବସ୍ତ ବାହାରିଲା, ମୁଁ ତୁମ୍ଭର ଦାସ, ଏହାକୁ ଭଲ ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ବାକ୍ୟ ଅତ୍ୟ; ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ପରୀକ୍ଷା ହୋଇଅଛି ଏବଂ ବିଶ୍ୱସ୍ତ ବାହାରିଲା, ମୁଁ ତୁମ୍ଭର ଦାସ, ଏହାକୁ ଭଲ ପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ବାକ୍ୟ ଅତ୍ୟନ୍ତ ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ବାକ୍ୟ ଅତ୍ୟନ୍ତ ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ।