Psalms 119:141 — Compare Translations

5 translations compared side by side

Odia - 1840
"ମୁଁ ଗୁରୁତ୍ବପୂର୍ଣ୍ଣ ନୁହେଁ ଏବଂ ଲୋକମାନେ ମାେତେ ସମ୍ମାନ କରନ୍ତି ନାହିଁ। କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଭୁଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଗୁରୁତ୍ୱପୂର୍ଣ୍ଣ ନୁହେଁ ଏବଂ ଲୋକମାନେ ମୋତେ ସମ୍ମାନ କରନ୍ତି ନାହିଁ। କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଭୁଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ।