Psalms 119:142 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭର ଧାର୍ମିକତା ଅନନ୍ତକାଳସ୍ଥାଯୀ। ତୁମ୍ଭର ବ୍ଯବସ୍ଥାସବୁକୁ ଭରସା କରାୟାଇ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ଧାର୍ମିକତା ଅନନ୍ତକାଳସ୍ଥାୟୀ। ତୁମ୍ଭର ବ୍ୟବସ୍ଥାସବୁକୁ ଭରସା କରାଯାଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ।