Psalms 119:143 — Compare Translations
5 translations compared side by side
Odia - 1840
"କ୍ଲେଶ ଓ ୟନ୍ତ୍ରଣା ମାେ ଉପରେ ଆସିଅଛି। କିନ୍ତୁ ମୁଁ ତୁମ୍ଭର ଆଜ୍ଞାରେ ଆନନ୍ଦିତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ ।
Odia Bible ERV 2004 (ପବିତ୍ର ବାଇବଲ)
କ୍ଳେଶ ଓ ଯନ୍ତ୍ରଣା ମୋ’ ଉପରେ ଆସିଅଛି। କିନ୍ତୁ ମୁଁ ତୁମ୍ଭର ଆଜ୍ଞାରେ ଆନନ୍ଦିତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ।
Odia IRV 2017 (ଓଡିଆ ବାଇବେଲ)
କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ।