Psalms 119:144 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ତୁମ୍ଭର ପ୍ରମାଣ ବାକ୍ଯଗୁଡ଼ିକ ଚିରକାଳ ଉତ୍ତମ। ତାହାସବୁ ବୁଝିବାରେ ସହାୟ ହୁଅ, ୟପରେିକି ମୁଁ ବଞ୍ଚିପାରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି । କଫ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ତୁମ୍ଭର ପ୍ରମାଣ ବାକ୍ୟଗୁଡ଼ିକ ଚିରକାଳ ଉତ୍ତମ। ତାହା ସବୁ ବୁଝିବାରେ ସହାୟ ହୁଅ, ଯେପରିକି ମୁଁ ବଞ୍ଚିପାରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି। କଫ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି। କଫ।