Psalms 119:145 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଁ ହୃଦଯ ସହକାରେ ତୁମ୍ଭକୁ ପ୍ରାର୍ଥନା କରେ। ମାେତେ ଉତ୍ତର ଦିଅ!ମୁଁ ତୁମ୍ଭର ନିଯମସବୁ ଅନୁସରଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
କଫ ହେ ସଦାପ୍ରଭୁ, ମୁଁ ହୃଦୟ ସହକାରେ ତୁମ୍ଭକୁ ପ୍ରାର୍ଥନା କରେ। ମୋତେ ଉତ୍ତର ଦିଅ! ମୁଁ ତୁମ୍ଭର ନିୟମସବୁ ଅନୁସରଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; “ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି।