Psalms 119:146 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡ଼ାକ ପକାଉଛି, ମାେତେ ରକ୍ଷା କର, ଏବଂ ମୁଁ ତୁମ୍ଭର ବାକ୍ଯ ଅନୁସରଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଉଛି, ମୋତେ ରକ୍ଷା କର, ଏବଂ ମୁଁ ତୁମ୍ଭର ବାକ୍ୟ ଅନୁସରଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି।”