Psalms 119:147 — Compare Translations
5 translations compared side by side
Odia - 1840
"ମୁଁ ପ୍ରଭାତରୁ ଉଠିଲି ଏବଂ ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ମୁଁ ତୁମ୍ଭ ବାକ୍ଯରେ ଭରସା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରଭାତରୁ ଉଠିଲି ଏବଂ ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି।