Psalms 119:149 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ସହକାରେ ମାରେ ପ୍ରାର୍ଥନା ଶୁଣ। ତୁମ୍ଭ ଶାସନ ଦ୍ବାରା ମାେତେ ବଞ୍ଚିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୋ, ଆପଣା ଶାସନାନୁସାରେ ମୋତେ ସଚେତ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସହକାରେ ମୋର ପ୍ରାର୍ଥନା ଶୁଣ। ତୁମ୍ଭ ଶାସନ ଦ୍ୱାରା ମୋତେ ବଞ୍ଚିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୋ, ଆପଣା ଶାସନାନୁସାରେ ମୋତେ ସଚେତ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୁ, ଆପଣା ଶାସନାନୁସାରେ ମୋତେ ସଚେତ କର।