Psalms 119:15 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭର ନିର୍ଦ୍ଦେଶର ମଧ୍ଯସ୍ଥି ହବୋକୁ ଚାହୁଁଛି ଏବଂ ଯେଉଁ ରାସ୍ତା ତୁମ୍ଭେ ଅନୁସରଣ କରିବାକୁ କହିଅଛ ମୁଁ ତାହା ଅନୁସରଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ନିର୍ଦ୍ଦେଶର ମଧ୍ୟସ୍ଥି ହେବାକୁ ଗ୍ଭହୁଁଛି ଏବଂ ଯେଉଁ ରାସ୍ତା ତୁମ୍ଭେ ଅନୁସରଣ କରିବାକୁ କହିଅଛ ମୁଁ ତାହା ଅନୁସରଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି।