Psalms 119:150 — Compare Translations
5 translations compared side by side
Odia - 1840
"ମନ୍ଦ ଯୋଜନା ସହିତ ଲୋକମାନେ ମାେତେ ଆକ୍ରମଣ କରିବା ପାଇଁ ମାେ ପାଖକୁ ଆସନ୍ତି। ସମାନେେ ତୁମ୍ଭର ଶିକ୍ଷାଠାରୁ ବହୁ ଦୂରରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦ ଯୋଜନା ସହିତ ଲୋକମାନେ ମୋତେ ଆକ୍ରମଣ କରିବା ପାଇଁ ମୋ’ ପାଖକୁ ଆସନ୍ତି। ସେମାନେ ତୁମ୍ଭର ଶିକ୍ଷାଠାରୁ ବହୁ ଦୂରରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ।