Psalms 119:151 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାରେ ନିକଟବର୍ତ୍ତୀ। ତୁମ୍ଭର ଆଦେଶ ସକଳ ଭରସା ୟୋଗ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋର ନିକଟବର୍ତ୍ତୀ। ତୁମ୍ଭର ଆଦେଶ ସକଳ ଭରସା ଯୋଗ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ।