Psalms 119:152 — Compare Translations

5 translations compared side by side

Odia - 1840
"ବହୁତ ଦିନ ପୂର୍ବରୁ ମୁଁ ଜାଣେ ୟେ, ତୁମ୍ଭର ଶାସନ ଅଛି। ମୁଁ ଜାଣେ ୟେ, ତୁମ୍ଭେ ସମାନଙ୍କେୁ ଅନନ୍ତକାଳ ପାଇଁ ଶଷେ କରିପକାଇଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ । ରେଶ୍ ।
Odia Bible ERV 2004 (ପବିତ୍ର ବାଇବଲ)
ବହୁତ ଦିନ ପୂର୍ବରୁ ମୁଁ ଜାଣେ ଯେ, ତୁମ୍ଭର ଶାସନ ଅଛି। ମୁଁ ଜାଣେ ଯେ, ତୁମ୍ଭେ ସେମାନଙ୍କୁ ଅନନ୍ତକାଳ ପାଇଁ ଶେଷ କରିପକାଇଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ। ରେଶ୍‍।
Odia IRV 2017 (ଓଡିଆ ବାଇବେଲ)
ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ। ରେଶ୍‍।