Psalms 119:153 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାରେ ୟନ୍ତ୍ରଣାକୁ ଦେଖ ଓ ମାେତେ ଉଦ୍ଧାର କର। କାରଣ ମୁଁ ତୁମ୍ଭର ଶିକ୍ଷାମାନ ଭୁଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ରେଶ୍ ହେ ସଦାପ୍ରଭୁ, ମୋର ଯନ୍ତ୍ରଣାକୁ ଦେଖ ଓ ମୋତେ ଉଦ୍ଧାର କର। କାରଣ ମୁଁ ତୁମ୍ଭର ଶିକ୍ଷାମାନ ଭୁଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ।