Psalms 119:154 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେ ପାଇଁ ନିଷ୍ପତ୍ତି କର ଏବଂ ମାେତେ ରକ୍ଷା କର। ତୁମ୍ଭର ପ୍ରତିଜ୍ଞାନୁସାରେ ମାେତେ ବଞ୍ଚିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋ’ ପାଇଁ ନିଷ୍ପତ୍ତି କର ଏବଂ ମୋତେ ରକ୍ଷା କର। ତୁମ୍ଭର ପ୍ରତିଜ୍ଞାନୁସାରେ ମୋତେ ବଞ୍ଚିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।