Psalms 119:155 — Compare Translations

5 translations compared side by side

Odia - 1840
"ଦୁଷ୍ଟଗଣ କବେେ ବିଜଯୀ ହବେେ ନାହିଁ। କାରଣ ସମାନେେ ତୁମ୍ଭର ବ୍ଯବସ୍ଥା ଅନୁସରଣ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟଗଣ କେବେ ବିଜୟୀ ହେବେ ନାହିଁ। କାରଣ ସେମାନେ ତୁମ୍ଭର ବ୍ୟବସ୍ଥା ଅନୁସରଣ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ।