Psalms 119:156 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମହାନ୍ ଦୟାଳୁ। ତୁମ୍ଭର ଶାସନ ନିଯମାନୁସାରେ କାମ କର ଓ ମାେତେ ବଞ୍ଚିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମହାନ ଦୟାଳୁ। ତୁମ୍ଭର ଶାସନ ନିୟମାନୁସାରେ କାମ କର ଓ ମୋତେ ବଞ୍ଚିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର।