Psalms 119:157 — Compare Translations

5 translations compared side by side

Odia - 1840
"ମାେତେ କଷ୍ଟ ଦବୋକୁ ଚେଷ୍ଟା କରନ୍ତି, ସହେିପରି ମାରେ ବହୁତ ଶତ୍ରୁ ଅଛନ୍ତି, କିନ୍ତୁ ମୁଁ ତୁମ୍ଭର ବାକ୍ଯରୁ ବିଚ୍ଯୁତ ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ କଷ୍ଟ ଦେବାକୁ ଚେଷ୍ଟା କରନ୍ତି, ସେହିପରି ମୋର ବହୁତ ଶତ୍ରୁ ଅଛନ୍ତି, କିନ୍ତୁ ମୁଁ ତୁମ୍ଭର ବାକ୍ୟରୁ ବିଚ୍ୟୁତ ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ।