Psalms 119:158 — Compare Translations

5 translations compared side by side

Odia - 1840
"ମୁଁ ବିଶ୍ବାସଘାତକମାନଙ୍କୁ ଦେଖେ। ସମାନେେ ତୁମ୍ଭର ବାକ୍ଯ ମାନନ୍ତି ନାହିଁ। ମୁଁ ସମାନଙ୍କେୁ ଘୃଣାକରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ବିଶ୍ଵାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବିଶ୍ୱାସଘାତକମାନଙ୍କୁ ଦେଖେ। ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ। ମୁଁ ସେମାନଙ୍କୁ ଘୃଣାକରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।