Psalms 119:159 — Compare Translations
5 translations compared side by side
Odia - 1840
"ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶସବୁ ପାଳନ କରିବା ପାଇଁ କଠିନ ଚେଷ୍ଟା କରୁଛି। ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ମାେତେ ବଞ୍ଚିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୋ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶସବୁ ପାଳନ କରିବା ପାଇଁ କଠିନ ଚେଷ୍ଟା କରୁଛି। ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋତେ ବଞ୍ଚିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୋ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୁ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର।