Psalms 119:16 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭ ବ୍ଯବସ୍ଥାରେ ଆନନ୍ଦ କରିବି। ମୁଁ ତୁମ୍ଭର ବାକ୍ଯ ପାଶାରେିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ । ଗିମେଲ୍ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ବ୍ୟବସ୍ଥାରେ ଆନନ୍ଦ କରିବି। ମୁଁ ତୁମ୍ଭର ବାକ୍ୟ ପାଶୋରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ। ଗିମେଲ୍।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ। ଗିମେଲ୍।