Psalms 119:160 — Compare Translations
5 translations compared side by side
Odia - 1840
"ଆରମ୍ଭରୁ ତୁମ୍ଭର ସମୁଦାଯ ବାକ୍ଯ ଭରସା ୟୋଗ୍ଯ ଓ ତୁମ୍ଭର ସବୁ ଧର୍ମମଯ ବ୍ଯବସ୍ଥା ନିତ୍ଯସ୍ଥାଯୀ ପାଇଁ ସୁନ୍ଦର ହାଇେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ । ଶିନ୍ ।
Odia Bible ERV 2004 (ପବିତ୍ର ବାଇବଲ)
ଆରମ୍ଭରୁ ତୁମ୍ଭର ସମୁଦାୟ ବାକ୍ୟ ଭରସା ଯୋଗ୍ୟ ଓ ତୁମ୍ଭର ସବୁ ଧର୍ମମୟ ବ୍ୟବସ୍ଥା ନିତ୍ୟସ୍ଥାୟୀ ପାଇଁ ସୁନ୍ଦର ହୋଇ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ। ଶିନ୍।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ। ଶିନ୍।