Psalms 119:161 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଶକ୍ତିଶାଳୀ ଅଧିପତିମାନେ ବିନା କାରଣରେ ମାେତେ ଆକ୍ରମଣ କରନ୍ତି। କିନ୍ତୁ ମୁଁ କବଳେ ତୁମ୍ଭର ବାକ୍ଯକୁ ଭୟ ଓ ସମ୍ମାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଶିନ୍ ସଦାପ୍ରଭୁ ଶକ୍ତିଶାଳୀ ଅଧିପତିମାନେ ବିନା କାରଣରେ ମୋତେ ଆକ୍ରମଣ କରନ୍ତି। କିନ୍ତୁ ମୁଁ କେବଳ ତୁମ୍ଭର ବାକ୍ୟକୁ ଭୟ ଓ ସମ୍ମାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ।