Psalms 119:162 — Compare Translations
5 translations compared side by side
Odia - 1840
"ତୁମ୍ଭର ପ୍ରତିଜ୍ଞା ମାେତେ ଆନନ୍ଦ ଦିଏ, ୟପରେି ଜଣେ ବ୍ଯକ୍ତି ବହୁତ ଲୁଟ୍ଧନ ପାଇବା ପରେ ଖୁସି ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପ୍ରତିଜ୍ଞା ମୋତେ ଆନନ୍ଦ ଦିଏ, ଯେପରି ଜଣେ ବ୍ୟକ୍ତି ବହୁତ ଲୁଟ୍ ଧନ ପାଇବା ପରେ ଖୁସୀ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ।
Odia IRV 2017 (ଓଡିଆ ବାଇବେଲ)
କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ।