Psalms 119:163 — Compare Translations

5 translations compared side by side

Odia - 1840
"ମୁଁ ମିଥ୍ଯାକୁ ଘୃଣା କରେ ଓ ଏହାକୁ ଅଶ୍ରଦ୍ଧା କରେ। ମାତ୍ର ମୁଁ ତୁମ୍ଭ ଶିକ୍ଷାସବୁ ସ୍ନହେ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମିଥ୍ୟାକୁ ଘୃଣା କରେ ଓ ଏହାକୁ ଅଶ୍ରଦ୍ଧା କରେ। ମାତ୍ର ମୁଁ ତୁମ୍ଭ ଶିକ୍ଷାସବୁ ସ୍ନେହ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ।