Psalms 119:164 — Compare Translations
5 translations compared side by side
Odia - 1840
"ତୁମ୍ଭର ୟଥାର୍ଥ ବିଚାର ପାଇଁ, ମୁଁ ଦିନରେ ସାତଥର ତୁମ୍ଭର ପ୍ରଶଂସା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଯଥାର୍ଥ ବିଗ୍ଭର ପାଇଁ, ମୁଁ ଦିନରେ ସାତଥର ତୁମ୍ଭର ପ୍ରଶଂସା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ।