Psalms 119:165 — Compare Translations

5 translations compared side by side

Odia - 1840
"ଯେଉଁ ବ୍ଯକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ। ତାକୁ କୌଣସି ବସ୍ତୁ ପକଇେ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ। ତାକୁ କୌଣସି ବସ୍ତୁ ପକେଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।