Psalms 119:166 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଚାହିଁ ଅଛି, ମାେତେ ରକ୍ଷା କର। ମୁଁ ତୁମ୍ଭର ଆଦେଶସବୁ ପାଳନ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ ଅଛି, ମୋତେ ରକ୍ଷା କର। ମୁଁ ତୁମ୍ଭର ଆଦେଶସବୁ ପାଳନ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି।