Psalms 119:167 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭର ବାକ୍ଯକୁ ଅନୁସରଣ କରିଅଛି। ଏବଂ ସଗେୁଡ଼ିକୁ ବହୁଳ ପରିମାଣରେ ଭଲ ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ବାକ୍ୟକୁ ଅନୁସରଣ କରିଅଛି। ଏବଂ ସେଗୁଡ଼ିକୁ ବହୁଳ ପରିମାଣରେ ଭଲ ପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ।
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ।