Psalms 119:169 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାରେ ସାହାୟ୍ଯ ପାଇଁ କାକୂକ୍ତି ଶୁଣ। ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେତେ ବୁଦ୍ଧିମାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋହର କାକୁକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୌ ହେ ସଦାପ୍ରଭୁ, ମୋର ସାହାଯ୍ୟ ପାଇଁ କାକୂକ୍ତି ଶୁଣ। ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ବୁଦ୍ଧିମାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋହର କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋହର କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର।