Psalms 119:17 — Compare Translations
5 translations compared side by side
Odia - 1840
"ମୁଁ ୟମେନ୍ତ ବଞ୍ଚିପାରିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର, ଯେଉଁଥିରେ ମୁଁ ତୁମ୍ଭର ବାକ୍ଯ ପାଳନ କରିପାରିବି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଗିମେଲ୍ ମୁଁ ଯେମନ୍ତ ବଞ୍ଚିପାରିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର, ଯେଉଁଥିରେ ମୁଁ ତୁମ୍ଭର ବାକ୍ୟ ପାଳନ କରି ପାରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି।