Psalms 119:170 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣ। ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣ। ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର।
Odia IRV 2017 (ଓଡିଆ ବାଇବେଲ)
ମୋ’ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର।