Psalms 119:171 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭର ପ୍ରଶଂସା ଗାନ କରିବି। କାରଣ ତୁମ୍ଭେ ଆପଣା ବ୍ଯବସ୍ଥାମାନ ମାେତେ ଶିଖାଇ ଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ପ୍ରଶଂସା ଗାନ କରିବି। କାରଣ ତୁମ୍ଭେ ଆପଣା ବ୍ୟବସ୍ଥାମାନ ମୋତେ ଶିଖାଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ।
Odia IRV 2017 (ଓଡିଆ ବାଇବେଲ)
ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ।