Psalms 119:172 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମୁଁ ତୁମ୍ଭର ପ୍ରତିଜ୍ଞା ବିଷଯରେ ଗାନ କରିବି। କାରଣ ତୁମ୍ଭର ବ୍ଯବସ୍ଥାମାନ ଉତ୍ତମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଜିହ୍ଵା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୁଁ ତୁମ୍ଭର ପ୍ରତିଜ୍ଞା ବିଷୟରେ ଗାନ କରିବି। କାରଣ ତୁମ୍ଭର ବ୍ୟବସ୍ଥାମାନ ଉତ୍ତମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ।
Odia IRV 2017 (ଓଡିଆ ବାଇବେଲ)
ମୋ’ ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ।