Psalms 119:173 — Compare Translations

5 translations compared side by side

Odia - 1840
"ତୁମ୍ଭର ନିର୍ଦ୍ଦେଶ ଗୁଡ଼ିକୁ ମାନିବା ପାଇଁ ମୁଁ ମନୋନୀତ କରିଅଛି। ତଣେୁ ମାରେ ସାହାୟ୍ଯ ପାଇଁ ବାହାରି ଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ନିର୍ଦ୍ଦେଶ ଗୁଡ଼ିକୁ ମାନିବା ପାଇଁ ମୁଁ ମନୋନୀତ କରିଅଛି। ତେଣୁ ମୋର ସାହାଯ୍ୟ ପାଇଁ ବାହାରି ଆସ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି।