Psalms 119:174 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ଚା ହେଁ ତୁମ୍ଭେ ମାେତେ ରକ୍ଷା କର। ତୁମ୍ଭର ଶିକ୍ଷାସବୁ ମାେତେ ଉଲ୍ଲାସ ପ୍ରଦାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ଗ୍ଭହେଁ ତୁମ୍ଭେ ମୋତେ ରକ୍ଷା କର। ତୁମ୍ଭର ଶିକ୍ଷାସବୁ ମୋତେ ଉଲ୍ଲାସ ପ୍ରଦାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ।