Psalms 119:175 — Compare Translations
5 translations compared side by side
Odia - 1840
"ମାେତେ ବଞ୍ଚିବାକୁ ଦିଅ, ୟପରେିକି ମୁଁ ତୁମ୍ଭକୁ ପ୍ରଶଂସା କରିପାରେ। ତୁମ୍ଭର ବ୍ଯବସ୍ଥା ମାରେ ସହାୟ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରାଣ ଜୀବିତ ଥାଉ, ତହିଁରେ ତାହା ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ବଞ୍ଚିବାକୁ ଦିଅ, ଯେପରିକି ମୁଁ ତୁମ୍ଭକୁ ପ୍ରଶଂସା କରିପାରେ। ତୁମ୍ଭର ବ୍ୟବସ୍ଥା ମୋର ସହାୟ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋତେ ଜୀବିତ ରଖ, ତହିଁରେ ମୁଁ ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ।
Odia IRV 2017 (ଓଡିଆ ବାଇବେଲ)
ମୋତେ ଜୀବିତ ରଖ, ତହିଁରେ ମୁଁ ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ।