Psalms 119:176 — Compare Translations
5 translations compared side by side
Odia - 1840
"ମୁଁ ହଜି ୟାଇଥିବା ମଷେପରି, ଏଣତେଣେେ ବୁଲୁଅଛି, ହେ ସଦାପ୍ରଭୁ, ଆପଣା ଦାସକୁ ଖାଜେ। କାରଣ ମୁଁ ତୁମ୍ଭର ଆଜ୍ଞା ସକଳ ପାଶାରେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ହଜି ଯାଇଥିବା ମେଷପରି, ଏଣେତେଣେ ବୁଲୁଅଛି, ହେ ସଦାପ୍ରଭୁ, ଆପଣା ଦାସକୁ ଖୋଜ। କାରଣ ମୁଁ ତୁମ୍ଭର ଆଜ୍ଞା ସକଳ ପାଶୋରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ।