Psalms 119:18 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାରେ ଆଖି ଉନ୍ମୁକ୍ତ କର। ଯେଉଁଥିରେ ମୁଁ ତୁମ୍ଭର ବ୍ଯବସ୍ଥାରୁ ଆଶ୍ଚର୍ୟ୍ଯ ବିଷଯମାନ ଦେଖିପାରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋର ଆଖି ଉନ୍ମୁକ୍ତ କର। ଯେଉଁଥିରେ ମୁଁ ତୁମ୍ଭର ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।