Psalms 119:19 — Compare Translations

5 translations compared side by side

Odia - 1840
"ମୁଁ ଏହି ସ୍ଥାନରେ ଜଣେ ପ୍ରବାସୀ। ହେ ସଦାପ୍ରଭୁ, ତୁମ୍ଭର ଆଜ୍ଞାସବୁ ମାେ ଠାରୁ ଲୁଚାଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପୃଥିବୀରେ ପ୍ରବାସୀନ୍ତ ତୁମ୍ଭର ଆଜ୍ଞାସବୁ ମୋʼଠାରୁ ଲୁଚାଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହି ସ୍ଥାନରେ ଜଣେ ପ୍ରବାସୀ। ହେ ସଦାପ୍ରଭୁ, ତୁମ୍ଭର ଆଜ୍ଞାସବୁ ମୋ’ଠାରୁ ଲୁଗ୍ଭଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପୃଥିବୀରେ ପ୍ରବାସୀ; ତୁମ୍ଭର ଆଜ୍ଞାସବୁ ମୋʼ ଠାରୁ ଲୁଚାଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ପୃଥିବୀରେ ପ୍ରବାସୀ; ତୁମ୍ଭର ଆଜ୍ଞାସବୁ ମୋ’ଠାରୁ ଲୁଚାଅ ନାହିଁ।