Psalms 119:2 — Compare Translations
5 translations compared side by side
Odia - 1840
"ଯେଉଁ ଲୋକମାନେ ସଦାପ୍ରଭୁଙ୍କର ଚୁକ୍ତି ମାନନ୍ତି, ଓ ଯେଉଁମାନେ ହୃଦଯରେ ସଦାପ୍ରଭୁଙ୍କୁ ଖାଜେନ୍ତି, ସମାନେେ ଧନ୍ଯ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ସଦାପ୍ରଭୁଙ୍କର ଚୁକ୍ତି ମାନନ୍ତି, ଓ ଯେଉଁମାନେ ହୃଦୟରେ ସଦାପ୍ରଭୁଙ୍କୁ ଖୋଜନ୍ତି, ସେମାନେ ଧନ୍ୟ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।