Psalms 119:20 — Compare Translations
5 translations compared side by side
Odia - 1840
"ମୁଁ ସର୍ବଦା ତୁମ୍ଭର ଶାସନସକଳ ପଢ଼ିବା ପାଇଁ ବହୁତ ଚା ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋʼ ପ୍ରାଣ କ୍ଷୀଣ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସର୍ବଦା ତୁମ୍ଭର ଶାସନସକଳ ପଢ଼ିବା ପାଇଁ ବହୁତ ଗ୍ଭହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋʼ ପ୍ରାଣ କ୍ଷୀଣ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋ’ ପ୍ରାଣ କ୍ଷୀଣ ହୁଏ।