Psalms 119:21 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭେ ଗର୍ବୀ ଲୋକମାନଙ୍କୁ ଉପହାସ କର। ଯେଉଁମାନେ ତୁମ୍ଭର ଆଜ୍ଞାଗୁଡିକୁ ଅନୁସରଣ କରିବାକୁ ବନ୍ଦ କରନ୍ତି ସମାନେେ ଅଭିଶପ୍ତ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଶାପଗ୍ରସ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞାପଥରୁ ଭ୍ରମନ୍ତି, ତୁମ୍ଭେ ସେମାନଙ୍କୁ ଧମକାଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭେ ଗର୍ବୀ ଲୋକମାନଙ୍କୁ ଉପହାସ କର। ଯେଉଁମାନେ ତୁମ୍ଭର ଆଜ୍ଞାଗୁଡ଼ିକୁ ଅନୁସରଣ କରିବାକୁ ବନ୍ଦ କରନ୍ତି ସେମାନେ ଅଭିଶପ୍ତ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଅଭିଶପ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମନ୍ତି, ତୁମ୍ଭେ ସେମାନଙ୍କୁ ଧମକାଇଅଛ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଅଭିଶପ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମନ୍ତି, ତୁମ୍ଭେ ସେମାନଙ୍କୁ ଧମକାଇଅଛ।