Psalms 119:22 — Compare Translations

5 translations compared side by side

Odia - 1840
"ମାଠାରୁେ ନିନ୍ଦା ଓ ଅପମାନସବୁ ଦୂର କର। ମୁଁ ତୁମ୍ଭର ବାକ୍ଯ ଅନୁସରଣ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ଠାରୁ ନିନ୍ଦା ଓ ଅପମାନସବୁ ଦୂର କର। ମୁଁ ତୁମ୍ଭର ବାକ୍ୟ ଅନୁସରଣ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ମୋ’ଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି।