Psalms 119:23 — Compare Translations
5 translations compared side by side
Odia - 1840
"ଏପରିକି ଅଧିପତିମାନେ ଶିଖନ୍ତି ଏବଂ ମାେ ବିରୁଦ୍ଧରେ ମନ୍ଦ ଉପାଯ କରନ୍ତି। ମୁଁ ତୁମ୍ଭର ଦାସ, ତୁମ୍ଭର ନିଯମର ମଧ୍ଯସ୍ଥି ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଧିପତିମାନେ ମଧ୍ୟ ବସି ମୋʼ ବିରୁଦ୍ଧରେ କଥା କହିଲେ; ମାତ୍ର ତୁମ୍ଭର ଦାସ ତୁମ୍ଭ ବିଧିସକଳ ଧ୍ୟାନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଅଧିପତିମାନେ ଶିଖନ୍ତି ଏବଂ ମୋ’ ବିରୁଦ୍ଧରେ ମନ୍ଦ ଉପାୟ କରନ୍ତି। ମୁଁ ତୁମ୍ଭର ଦାସ, ତୁମ୍ଭର ନିୟମର ମଧ୍ୟସ୍ଥି ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଧିପତିମାନେ ମଧ୍ୟ ବସି ମୋʼ ବିରୁଦ୍ଧରେ କଥା କହିଲେ; ମାତ୍ର ତୁମ୍ଭର ଦାସ ତୁମ୍ଭ ବିଧିସକଳ ଧ୍ୟାନ କଲା।
Odia IRV 2017 (ଓଡିଆ ବାଇବେଲ)
ଅଧିପତିମାନେ ମଧ୍ୟ ବସି ମୋ’ ବିରୁଦ୍ଧରେ କଥା କହିଲେ; ମାତ୍ର ତୁମ୍ଭର ଦାସ ତୁମ୍ଭ ବିଧିସକଳ ଧ୍ୟାନ କଲା।