Psalms 119:26 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ମାରେ ଜୀବନ ବିଷଯରେ କହିଅଛି। ଏବଂ ତୁମ୍ଭେ ମାେତେ ଉତ୍ତର ଦଇେଅଛ। ବର୍ତ୍ତମାନ ତୁମ୍ଭର ବ୍ଯବସ୍ଥା ମାେତେ ଶିଖାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ ମୋତେ ଉତ୍ତର ଦେଲ; ତୁମ୍ଭର ବିଧିସବୁ ମୋତେ ଶିଖାଅ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ମୋର ଜୀବନ ବିଷୟରେ କହିଅଛି। ଏବଂ ତୁମ୍ଭେ ମୋତେ ଉତ୍ତର ଦେଇଅଛ। ବର୍ତ୍ତମାନ ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ ମୋତେ ଉତ୍ତର ଦେଲ; ତୁମ୍ଭର ବିଧିସବୁ ମୋତେ ଶିଖାଅ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ ମୋତେ ଉତ୍ତର ଦେଲ; ତୁମ୍ଭର ବିଧିସବୁ ମୋତେ ଶିଖାଅ।